ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ମୃତ

youtube

ଛତିଶଗଡ଼: ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାରେ ଟଳିଲେ ୧୦ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମୃତ ମାଓବାଦୀଙ୍କ ମଧ୍ୟରେ ମାଓ କମାଣ୍ଡର ବାଳକ୍ରିଷ୍ଣା ଓରଫ ଭାଷ୍କର ଥିବା ସୂଚନା । ଭାଲୁଡିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓ-ସୁରକ୍ଷାକର୍ମୀ ହୋଇଥିଲେ ମୁହାଁମୁହିଁ । କନ୍ଧମାଳ-କଳାହାଣ୍ଡି-ବୌଦ୍ଧ-ନୟାଗଡ଼ ପାଇଁ କାମ କରୁଥିଲା । ଓଡ଼ିଶା ପୋଲିସ ପାଇଁ ମଧ୍ୟ ମୋଷ୍ଟ ୱାଣ୍ଟେଡ ଥିଲା ।

Leave A Reply

Your email address will not be published.