ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମନ୍ତ୍ରିପରିଷଦ ବୈଠକ

youtube

ଭୁବେନଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ମନ୍ତ୍ରିପରିଷଦ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଉପସ୍ଥିତ ରହିଛନ୍ତି ସମସ୍ତ ବିଭାଗର ମନ୍ତ୍ରୀ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ମୋହର ବାଜିବା ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖରେ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ । 

Leave A Reply

Your email address will not be published.