ନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚର ରେଡ୍

youtube

ବଲାଙ୍ଗିର: ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚ। ନକଲି ସାର୍ଟିଫିକେଟ ମାମଲାରେ ଖୋଳତାଡ଼।  ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା।  ଅତିରିକ୍ତ ଏସ୍ ପି ବିକାଶ ରଞ୍ଜନ ବେଉରିଆଙ୍କ ନେତୃତ୍ବରେ ରେଡ୍ ଚାଲିଛି ।

ନକଲି ସାର୍ଟିଫିକେଟରେ କିଛି ଶିକ୍ଷକ ଚାକିରି କରିଥିବା ଅଭିଯୋଗରେ ରେଡ୍ କରାଯାଇଛି ।

Leave A Reply

Your email address will not be published.