ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

youtube

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଅନାସ୍ଥା ପ୍ରସ୍ତାବ ଆଣିଲା ରାଜ୍ୟ କଂଗ୍ରେସ। ୧୫ ବିଧାୟକଙ୍କ ଦସ୍ତଖତ ଥିବା ଅନାସ୍ଥା ପ୍ରସ୍ତାବ ଆଣିଲା। ବିଧାନସଭା ସଚିବଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଲା କଂଗ୍ରେସ ।  ଅନ୍ୟପଟେ ବିରୋଧୀ ବିଜେଡି କିନ୍ତୁ ଏପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନାହିଁ ।

କଂଗ୍ରେସ କିନ୍ତୁ ବିରୋଧୀ ଦଳର ସହଯୋଗ ଲୋଡିଛି ।  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚାମ୍ବରରେ କଂଗ୍ରେସ ନେତା ପହଞ୍ଚି ସହଯୋଗ ଲୋଡିଛନ୍ତି । ମୋହନ ସରକାର ବିରୋଧରେ ଅନାସ୍ଥା ଆଣିବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.