୨୮ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

add-all

ଭୁବନେଶ୍ଵର: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏହି ସମୟ ମଧ୍ୟରେ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରି କି କେତେକ ଜିଲାରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ଵର ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ସତର୍କତା ଜାରି ହୋଇଛି।

ad-week
Leave A Reply

Your email address will not be published.