ଫିଲିପାଇନ୍ସରେ ଭୂମିକମ୍ପ: ତୀବ୍ରତା ୭.୩, ସୁନାମି ଆର୍ଲଟ

youtube

ଫିଲିପାଇନ୍ସ: ଶୁକ୍ରବାର ସକାଳେ ଫିଲିପାଇନ୍ସରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୭.୩ ଥିଲା । କର୍ତ୍ତୃପକ୍ଷ ସୁନାମି ଚେତାବନୀ ଜାରି କରିଛନ୍ତି ଏବଂ ନାଗରିକମାନଙ୍କୁ ପରବର୍ତ୍ତୀ ଝଟକା ପାଇଁ ପ୍ରସ୍ତୁତ ରହିବାକୁ ଅନୁରୋଧ କରିଛନ୍ତି । ବର୍ତ୍ତମାନ, ଫିଲିପାଇନ୍ସରେ ଏହି ଭୂମିକମ୍ପ ଯୋଗୁଁ କୌଣସି ମୃତାହତର ରିପୋର୍ଟ ନାହିଁ କିମ୍ବା କୌଣସି କ୍ଷୟକ୍ଷତି ହୋଇନାହିଁ । ମାଣ୍ଡାନିଓ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଇଣ୍ଡୋନେସିଆର ବିଭିନ୍ନ ଅଞ୍ଚଳରେ ବି ସୁନାମୀ ଆଲର୍ଟ ଜାରି କରାଯାଇଛି।

Leave A Reply

Your email address will not be published.