ବ୍ଲକସ୍ତରୀୟ ବୟସ୍କବ୍ୟକ୍ତି ଦିବସ ପାଳନ ସମାରୋହ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକସ୍ତରୀୟ ବୟସ୍କ ବ୍ୟକ୍ତି ଦିବସ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ରାଜସ୍ୱିନୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ,ତହସିଲଦାର ମାନସ ରଞ୍ଜନ ଭୋଇ,ବିଡ଼ିଓ ଜିତେନ୍ଦ୍ର କୁମାର ନାୟକ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ ବେହେରା,ରଙ୍ଗଣୀପାଟଣା ସରପଞ୍ଚ ସସ୍ମିତା ପାତ୍ର ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମରେ ୧୫୦ରୁ ଉର୍ଦ୍ଧ୍ବ ବୟସ୍କ ନାଗରିକ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.