ବିଜେପିରୁ ପ୍ରାର୍ଥୀ ହେଲେ ଜୟ ଢୋଲକିଆ, ଆସନ୍ତାକାଲି ଭରିବେ ନାମାଙ୍କନ

youtube

ନୂଆପଡ଼ା: ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା  କରାଯାଇଛି ।   ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ।

ଆସନ୍ତାକାଲି ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ । କାଲି ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ । ଆଜି ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର । ସେ ଆହୁରି ଜୋର୍ ଦେଇ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ ।

Leave A Reply

Your email address will not be published.