“ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ : ବାରଖମା ଦଳ ବିଜୟୀ

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖାମା ପଞ୍ଚାୟତ ସ୍ଥିତ ସ୍ପୋର୍ଟସ୍ କ୍ଲବ୍ ଗ୍ରାଉଣ୍ଡରେ “ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ ଉପଲକ୍ଷେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ୧୩୬ ବିଏସଏଫ ବାଟାଲିୟନ ଦଳ ଏବଂ ବାରଖାମା ସ୍ପୋର୍ଟସ୍ କ୍ଲବ୍ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ବିଏସଏଫ କମାଣ୍ଡର ନିର୍ମଳ ଚନ୍ଦ୍ର ଦାସଙ୍କ ଉପସ୍ଥିତିରେ ଆୟୋଜିତ ଏହି କ୍ରିକେଟ୍ ମ୍ୟାଚ ରେ ବାରଖାମା ସ୍ପୋର୍ଟସ୍ କ୍ଲବ୍ ୨ ୱିକେଟରେ ଜିତି ଟ୍ରଫି ହାସଲ କରିଥିବା ଜଣାପଡିଛି।

ad-week
Leave A Reply

Your email address will not be published.