୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ଜୟ ଢୋଲକିଆ

youtube

ଭୁବନେଶ୍ୱର : ଆଜି ପ୍ରାର୍ଥୀପତ୍ର ଦାଖଲ କଲେନି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ।  ଆସନ୍ତା ୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି ।  ଆଜି ଶୁଭ ମୁହୂର୍ତ୍ତ ନଥିବାରୁ ପ୍ରାର୍ଥୀପତ୍ର ଦାଖଲ କରିବେନି ଜୟ ।  ଆଜି ପ୍ରାର୍ଥୀପତ୍ର ଦାଖଲ ପାଇଁ ବିଜେପି ପକ୍ଷରୁ ବଡ଼ ଆୟୋଜନ ହୋଇଥିଲା ।  ନାମାଙ୍କନ ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିଥାନ୍ତେ ।  ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ମିଶିଥିଲେ ଜୟ ।

Leave A Reply

Your email address will not be published.