ବାଇକକୁ ଧକ୍କା ଦେଲା ଟ୍ରକ, ୨ ଶିଶୁ ସମେତ ୩ ମୃତ

add-all

କାମାକ୍ଷାନଗର: କାମାକ୍ଷାନଗରର ଏକ ଓଭରବ୍ରିଜ୍ ରେ ବାଇକକୁ ପଛରୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ, ଜଣେ ଗୁରୁତର । ୫୩ ନମ୍ବର ଜାତୀୟ ରାଜପଥର ମାଳପୁରା ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକକୁ ପଛରୁ ଧକ୍କା ଦେବା ପରେ ଘଟଣାସ୍ଥଳରେ ହିଁ ୨ଜଣ ଶିଶୁ ଏବଂ ଜଣେ ପୁରୁଷଙ୍କ ମୃତ୍ୟୁ ହୋଇଛି। ଗୁରୁତର ମହିଳାଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁଘଟଣା ଘଟାଇବା ପରେ ଟ୍ରକ ଡ୍ରାଇଭର ଫେରାର ମାରିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି ।

ad-week
Leave A Reply

Your email address will not be published.