ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କର ସମ୍ପୃକ୍ତି ନାହିଁ: ପ୍ରମିଳା

add-all

ଭୁବନେଶ୍ଵର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କର ସମ୍ପୃକ୍ତି ନାହିଁ ବୋଲି କହିଛି ବିଜେଡି। ଏକ ପ୍ରେସମିଟରେ ପ୍ରମିଳା ମଲ୍ଲିକ ଏବଂ ଭୃଗୁ ବକ୍ସିପାତ୍ର ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । କହିଛନ୍ତି ନୂଆପଡା ଉପନିର୍ବାଚନକୁ ଦେଖି ସରକାର ନୂଆ ଚକ୍ରାନ୍ତ କରିଛନ୍ତି। ବିଜେଡିକୁ ବଦନାମ କରିବା ପାଇଁ ଏସ୍‌ପିଙ୍କ ଜରିଆରେ ଉଦ୍ୟମ କରାଯାଇଛି। ଜିଲ୍ଲାର ମନ୍ତ୍ରୀ ବିଭୂତି ଜେନାଙ୍କୁ ବଞ୍ଚାଇବା ପାଇଁ ଷଡଯନ୍ତ୍ର ହୋଇଛି। ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ କ୍ୟାରିୟରକୁ ନଷ୍ଟ କରିବାକୁ ଉଦ୍ୟମ କରାଯାଇଛି।

ad-week
Leave A Reply

Your email address will not be published.