ଆନ୍ଧ୍ରପ୍ରଦେଶ ବସ ଟ୍ରାଜେଡି: ସହାୟତା ରାଶି ଘୋଷଣା ସହ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

youtube

ନୂଆଦିଲ୍ଲୀ: ଆନ୍ଧପ୍ରଦେଶ ବସ ଟ୍ରାଜେଡିରେ ୨୦ଜଣ ଜୀବନ୍ତ ଦଗ୍ଧ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ ୨ଲକ୍ଷ, ଆହତଙ୍କୁ ୫୦ହଜାର ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଧାନ କରିବାକୁ ଘୋଷଣା କରିଛନ୍ତି ମୋଦୀ । ଏହାସହିତ ଆହତଙ୍କ ଆଶୁଆରୋଗ୍ୟ କାମନା ସହ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.