ଦିଲ୍ଲୀରେ ଆତଙ୍କବାଦୀଙ୍କ ବିସ୍ଫୋରଣ ଯୋଜନା ପଣ୍ଡ

youtube

ନୂଆଦିଲ୍ଲୀ: ଦିଲ୍ଲୀରେ ଆତଙ୍କବାଦୀଙ୍କ ବଡ ବିସ୍ଫୋରଣ ଯୋଜନା ପଣ୍ଡ ହୋଇଛି । ଦୁଇ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି ଦିଲ୍ଲୀ ପୁଲିସ । ଜଣେ ଦିଲ୍ଲୀର ହୋଇଥିବା ବେଳେ ମଧ୍ୟପ୍ରଦେଶର ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଆଇଇଡି ବିସ୍ଫୋରଣ ପାଇଁ ଏହି ଦୁଇ ଆତଙ୍କବାଦୀ ଯୋଜନା କରୁଥିଲେ । ଦିଲ୍ଲୀର ଜନଗହଳିପୂର୍ଣ୍ଣ ଅଞ୍ଚଳ ଏମାନଙ୍କ ଟାର୍ଗେଟରେ ରହିଥିଲା । ଗୁଇନ୍ଦା ଓ ଦିଲ୍ଲୀ ପୁଲିସର ସ୍ୱତନ୍ତ୍ର ଟିମ୍‌ ମିଳିତ ଭାବେ ଛାନଭିନ କରି ଆତଙ୍କବାଦୀ ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ଅସ୍ତ୍ରଶସ୍ତ୍ର ଓ ଗୁଳି ଜବତ କରାଯାଇଛି ।

Leave A Reply

Your email address will not be published.