୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ

youtube

ଚିଲିକା: ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ । ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ । ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଡଙ୍ଗା ଓ ମେସିନକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ ଚିଲିକା ଭିତରେ ଅଛନ୍ତି ଆଜି ସୁଧା ଫେରି ଆସିବାକୁ ଅନୁରୋଧ କରାଯାଇଛି । ଜିଲ୍ଲା ମତ୍ସ୍ୟ ବିଭାଗ ଅଧିକାରୀଙ୍କ ପକ୍ଷରୁ ଡାକବାଜି ଯନ୍ତ୍ରରେ ସତର୍କ କରାଯାଉଛି।

Leave A Reply

Your email address will not be published.