
ଭୁବନେଶ୍ୱର : ରାଜଧାନୀରେ ବୁଲିଲା ଖଣ୍ଡା । ଗ୍ରାହକ ଖଣ୍ଡା ଚୋଟରେ ଦୋକାନୀ ଆହାତ। ବଡଗଡ ଥାନା ଟଙ୍କପାଣି ରୋଡ଼ ଚିଲି ପୋଖରୀ ପାଖରେ ଘଟିଛି ଘଟଣା । ଅନଲାନରେ ପେମେଣ୍ଟକୁ ନେଇ ଗଣ୍ଡୋଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ଦୋକାନୀଙ୍କୁ ହାଣିଦେଇଥିଲେ ଦର୍ବୃତ୍ତ । ଆହତ ଦୋକାନୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଖଣ୍ଡା ଜବତ କରି ଘଟଣାର ତଦନ୍ତ କରୁଛି ।