ନବୀନଙ୍କ ହେଲିକପ୍ଟର ଯାଞ୍ଚ କଲେ ଫ୍ଲାଇ ସ୍କ୍ୱାର୍ଡ ଟିମ୍

youtube

ନୂଆପଡା: ନୂଆପଡାରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହେଲକପ୍ଟର ଯାଞ୍ଚ କରାଯାଇଛି । ସୋମବାର ନବୀନ ନୂଆପଡାରେ ପ୍ରଚାର ପାଇଁ ଯାଇଥିବା ବେଳେ ସେହି ସମୟରେ ତାଙ୍କ ବିମାନର ଯାଞ୍ଚ କରାଯାଇଥିଲା । ଏନେଇ ନୂଆପଡା ଜିଲ୍ଲାପାଳ ଏକ୍ସରେ ସୂଚନା ଦେଇଛନ୍ତି । ଜିଲ୍ଲାପାଳ କହିଛନ୍ତି ଉପନିର୍ବାଚନ ଚାଲିଥିବାରୁ ଯାଞ୍ଚ କରାଯାଇଛି । ଆଦର୍ଶ ଆଚରଣ ବିଧି ଅନୁଯାୟୀ ଯାଞ୍ଚ ହୋଇଛି । ଫ୍ଲାଇ ସ୍କ୍ୱାର୍ଡ ଟିମର ୪ଜଣ ଓ ଭିଡ଼ିଓ ସର୍ଭେଲାନ୍ସ ଟିମ୍‌ ପକ୍ଷରୁ ଯାଞ୍ଚ କରାଯାଇଛି ।

Leave A Reply

Your email address will not be published.