ଅଲ-ଫତାହ ବିଶ୍ବବିଦ୍ୟାଳୟର ସଦସ୍ୟତା ରଦ୍ଦ

youtube

ନୂଆଦିଲ୍ଲୀ: ଦିଲ୍ଲୀରେ ସୋମବାର ସନ୍ଧ୍ୟାରେ ଲାଲକିଲ୍ଲା ନିକଟରେ ବିସ୍ଫୋରଣ ଘଟଣାରେ ଏ ପର୍ଯ୍ୟନ୍ତ ୧୩ ଜଣ ପ୍ରାଣ ହରାଇସାରିଲେଣି। ଏହି ମାମଲାରେ ଫରିଦାବାଦର ଅଲ-ଫତାହ ବିଶ୍ବବିଦ୍ୟାଳୟ ନାଁ ସାମ୍ନାକୁ ଆସିଛି। ଏହି ଖବର ପରେ ବିଶ୍ବବିଦ୍ୟାଳୟର ସଦସ୍ୟତା ରଦ୍ଦ କରାଯାଇଛି। ଆସୋସିଏସନ୍ ଅଫ୍ ଇଣ୍ଡିଆନ୍ ୟୁନିଭର୍ସିଟିଜ୍ ଅଲ୍-ଫତାହ ବିଶ୍ବବିଦ୍ୟାଳୟର ସଦସ୍ୟତା ତୁରନ୍ତ ରଦ୍ଦ କରାଯାଇଛି। ଏଆଇୟୁ ବୟାନ ଜାରି କରି କହିଛି ଯେ ଫରିଦାବାଦର ଅଲ-ଫତାହ ବିଶ୍ବବିଦ୍ୟାଳୟର ସ୍ଥିତି ଠିକ୍ ନାହିଁ। ଏଭଳି କ୍ଷେତ୍ରରେ ଅଲ-ଫତାହ ବିଶ୍ବବିଦ୍ୟାଳୟକୁ ଦିଆଯାଇଥିବା ଏଆଇୟୁର ସଦସ୍ୟତା ତୁରନ୍ତ ରଦ୍ଦ କରାଯାଇଛି।

Leave A Reply

Your email address will not be published.