ବିଧାୟକ ଭାବେ ଶପଥ ନେଲେ ଜୟ ଢୋଲକିଆ

youtube

ଭୁବନେଶ୍ଵର : ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି । ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ । ଆଜି ବିଧାନସଭାରେ ସେ ଶପଥ ନେଇଛନ୍ତି। ବିଧାୟକ ଭାବେ ଶପଥ ପାଠ କରାଇଛନ୍ତି ବାଚସ୍ପତି ସୁରମା ପାଢୀ। ବାପାଙ୍କ ଜନ୍ମଦିନରେ ଶପଥ ନେଇଛନ୍ତି ଜୟ ଢୋଲକିଆ।

Leave A Reply

Your email address will not be published.