ଜବରଦଖଲ ହଟାଓ ଅଭିଯାନ: ଘର ଛାଡିଲେ ବାଂଲାଦେଶୀ

youtube

ଜଗତସିଂହପୁର: ବାଂଲାଦେଶୀ ହଟାଓ ଅଭିଯାନ । ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବାଂଲାଦେଶୀ ହଟାଅ ଅଭିଯାନ ଜୋରଦାର କରାଯାଇଛି । ବିଭିନ୍ନ ସ୍ଥାନରେ ବେଆଇ ଭାବରେ ସରକାରୀ ଜାଗାରେ ଥିବା ସନ୍ଦିଗ୍ଧ ବାଂଲାଦେଶୀଙ୍କ ଘରକୁ ଭଙ୍ଗାଯାଉଛି । ଫଳରେ ବେହେରାମପୁର ନିକଟରେ ସରକାରୀ ଜାଗାକୁ ଜବରଦଖଲ କରି ରହିଥିବା ବାଂଲାଦେଶୀ ବସ୍ତି ଛାଡି ଅନ୍ୟତ୍ର ଚାଲିଯାଉଛନ୍ତି । ନିଜେ ତିଆରି କରିଥିବା ଘର ନିଜେ ଭାଙ୍ଗିଲେ ଜବରଦଖଲକାରୀ ।

Leave A Reply

Your email address will not be published.