୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା

youtube

ଭୁବନେଶ୍ଵର: ରାଜ୍ୟକୁ ପୁଣି ଫେରିଛି ଶୀତ। ୧୦ ଡିଗ୍ରୀ ତଳେ ରହିଛି ୬ ସହରର ତାପମାତ୍ରା। ଜି.ଉଦୟଗିରି ୭.୪, ରାଉରକେଲା ୭.୭ , ଝାରସୁଗୁଡା ୮.୧ , ସେମିଳିଗୁଡା ୮.୬, କିରେଇ ୯.୩, ଦାରିଙ୍ଗବାଡି ୯.୫ , ଭୁବନେଶ୍ଵର ୧୩.୫ ଏବଂ କଟକରେ ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ ହୋଇଛି।

ମଙ୍ଗଳବାର ରାତିରେ ଦାରିଙ୍ଗିବାଡ଼ିରେ ୧୦ ଡିଗ୍ରୀ, ରାଉରକେଲାରେ ୧୦.୧, ଝାରସୁଗୁଡ଼ାରେ ୧୦.୪, ଫୁଲବାଣୀରେ ୧୨, କେନ୍ଦୁଝରରେ ୧୨.୫, ସୁନ୍ଦରଗଡ଼ରେ ୧୨.୬, କୋରାପୁଟରେ ୧୩.୨, ବାରିପଦାରେ ୧୨.୬, ଭବାନୀପାଟଣା ଓ ନବରଙ୍ଗପୁରରେ ୧୩.୮, ଭଦ୍ରକରେ ୧୪, ଢେଙ୍କାନାଳରେ ୧୪.୧, ରାୟଗଡ଼ାରେ ୧୪.୪, ସମ୍ବଲପୁରରେ ୧୫.୨, ବଲାଙ୍ଗିରରେ ରାତି ତାପମାତ୍ରା ୧୫.୫ ଡିଗ୍ରୀ ରହିଥିଲା । କଟକରେ ୧୪.୬ ଡିଗ୍ରୀ ଓ ରାଜଧାନୀ ଭୁବନେଶ୍ୱରରେ ୧୬ ଡିଗ୍ରୀ ରେକର୍ଡ ହୋଇଥିଲା ।

Leave A Reply

Your email address will not be published.