କ୍ୟାପିଟାଲ ହସ୍ପିଟାଲରୁ ସଫେଇ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଜବତ

add-all

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରୁ ଶନିବାର ଏକ ଝୁଲନ୍ତା ମୃତଦେହ ଜବତ ହୋଇଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୁଲିସ ମୃତଦେହକୁ ଜବତ କରିଛି। ମୃତକ ଜଣ ଡାକ୍ତରଖାନାରେ ଜଣେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି। ତାଙ୍କ ନାମ ପରମାନନ୍ଦ ନାୟକ। ଏକ ଗାମୁଛାରେ ତାଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଶନିବାର ଦେଖିବାକୁ ମିଳିଥିଲା। ପରମାନନ୍ଦ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

ad-week
Leave A Reply

Your email address will not be published.