ଜିଲ୍ଲାସ୍ତରୀୟ ପାୱାର ଲିଫ୍ଟିଙ୍ଗ ପ୍ରତିଯୋଗିତା ଉଦଘାଟିତ…

youtube


କୋରାପୁଟ –02/12/25–ଜାତୀୟ ସ୍ତରୀୟ ଲୋକ ମହୋତ୍ସବ ପରବ 2025 ପାଳନ ଉପଲକ୍ଷେ ସ୍ଥାନୀୟ ପୌରପାଳିକା ଜିମ ଠାରେ ଜିଲ୍ଲାସ୍ତରୀୟ ପାୱାର ଲିଫ୍ଟିଙ୍ଗ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି।


କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ l ସମୁଦାୟ 30 ଜଣ ମହିଳା ଏବଂ 80 ଜଣ ପୁରୁଷ ଭାଗ ନେଇଥିବା ବେଳେ ସ୍କ୍ୱାଡ଼, ବେଞ୍ଚ ପ୍ରେସ, ଡେଡ ଲିପ୍ଟ,ଆୟୋଜନ ହୋଇଥିବା ଜିଲ୍ଲା କ୍ରୀଡା ଅଧିକାରୀ ଜ୍ଞାନଜିତ ତ୍ରିପାଠୀ ପ୍ରକାଶ କରିଛନ୍ତି l
ଅନ୍ୟ ମାନଙ୍କ ମଧ୍ୟରେ କୋରାପୁଟ ସାଂସଦ ପ୍ରତିନିଧି ମନୋଜ ଆଚାର୍ଯ୍ୟ, କୋରାପୁଟ ପୌର ପରିଷଦର ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, କୋରାପୁଟ ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ, ଜିଲ୍ଲା ସଂସ୍କୃତି ଅଧିକାରୀ ସୂର୍ଯ୍ୟକାନ୍ତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ l

Leave A Reply

Your email address will not be published.