ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବନ ବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ ବନ ବିଭାଗ କର୍ମଚାରୀ ଉଦ୍ଧାର କରିଥିବା ଦେଖିବାକୁ ମିଳିଛି l ପ୍ରକାଶ ଯେ, କଲୋନୀ ପଛପଟ ବଗିଚାରେ ପିଲାମାନେ ଖେଳୁଥିବାବେଳେ ସାପଟିକୁ ଦେଖି ଜୈନକ ବନ ବିଭାଗ କର୍ମଚାରୀ ଙ୍କୁ ଖବର କରିବାପରେ ସାପ ସ୍ଵାର୍ଡ କର୍ମଚାରୀ ଆସି ଉକ୍ତ ସାପ ଟିକୁ ଉଦ୍ଧାର କରିବା ସହ ସୁରକ୍ଷିତ ସ୍ଥାନରେ ନେଇ ଛାଡିଥିବା ବିଷୟ ବନ ବିଭାଗ ପକ୍ଷରୁ କୁହାଯାଇଛି l

ad-week
Leave A Reply

Your email address will not be published.