ବ୍ରାଉନ ସୁଗାର ବେପାରୀଙ୍କ ଘର ଭାଙ୍ଗିଲା ପ୍ରଶାସନ

youtube

ପୁରୀ : ପୁଣି ନିଶା ବେପାରୀଙ୍କ ଘରେ ବୁଲିଲା ବୁଲଡୋଜର । ପୁରୀ ନୀଳାଚକ୍ର ନଗରରେ ଥିବା ବ୍ରାଉନ ସୁଗାର ବେପାରୀ ଟିକି ଖାନ୍ ଙ୍କ ଘର ଭାଙ୍ଗିଲା ପ୍ରଶାସନ । ଦୁଇଟି ଜେସିବି ସାହାଯ୍ୟରେ ଘର ଭଙ୍ଗାଯାଉଛି ।

ଡିସେମ୍ବର ୪ ତାରିଖରେ ବ୍ରାଉନସୁଗାର ବେପାରୀ ସୁକାନ୍ତି ପଣ୍ଡାଙ୍କ ୪ ଟି ଘର ମାଟିରେ ମିଶିବା ପରେ ଏବେ ଜ୍ୱାଇଁ ଟିକି ଖାନ୍ ର ୩ଟି ଘରକୁ ଭାଙ୍ଗୁଛି ପୁରୀ ପୋଲିସ । ଅପରେସନ ଚକ୍ରରେ ନିଶା ବେପାରୀଙ୍କୁ ସାବାଡ୍ କରିବାକୁ ଏବେ ପୁରୀ ପୋଲିସ ଲଗାତାର ଉଦ୍ୟମ ଜାରି ରଖିଛି ।

Leave A Reply

Your email address will not be published.