ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

add-all

କେନ୍ଦୁଝର : ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର । ମୃତକ ହେଲେ କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ଅତିଥି ଅଧ୍ୟାପିକାଙ୍କ ପ୍ରିୟଙ୍କା ଦାସ ।

ପୁରୁଷ ବନ୍ଧୁଙ୍କ ଘରେ ପ୍ରିୟଙ୍କାଙ୍କ ମୃତଦେହ ମିଳିବା ପରେ ତାଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଛନ୍ତି ପ୍ରିୟଙ୍କାଙ୍କ ପରିବାର। ଅଭିଯୋଗ ପରେ ଟାଉନ ଥାନା ପୋଲିସ ମୃତଦେହ ଜବତ କରିବା ସହ ପୁରୁଷ ବନ୍ଧୁ ରୁଦ୍ର ନାରାୟଣ ମିଶ୍ରଙ୍କୁ ପଚରା ଉଚରା କରୁଛି ।

ad-week
Leave A Reply

Your email address will not be published.