ରେଡ୍‌ ଫ୍ଲାଗ୍‌ ଅନ୍ତର୍ଭୁକ୍ତ ହେଲା ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା

youtube

ଭୁବନେଶ୍ୱର: ରେଡ୍‌ ଫ୍ଲାର୍ଗ ଅନ୍ତର୍ଭୁକ୍ତ ହୋଇଛି ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ଏନେଇ ସୂଚନା ଦେଇଛନ୍ତି ପୁଲିସ ଡିଜି ୱାଇ.ବି.ଖୁରାନିଆ । ଡିଜିପି କହିଛନ୍ତି ଯେ ଅଭିଯୁକ୍ତକୁ ଜଗତସିଂହପୁରରୁ ଗିରଫ କରାଯାଇଛି । ମାମଲାର ତ୍ୱରିତ ତଦନ୍ତ ସାରିବାକୁ ଲକ୍ଷ୍ୟ ରଖିଛୁ । ଜିଲ୍ଲା ପୁଲିସ ଭଲ ତଦନ୍ତ କରିବ, ଭଲ ରେଜଲ୍ଟ ବାହାରିବ ବୋଲି ଆଶା କରାଯାଉଛି । ମଙ୍ଗଳବାର ସଂଧ୍ୟାରେ ଚାନ୍ଦବାଲି ଥାନା ବାଲିଗାଁ ପଞ୍ଚାୟତ ଅଫିସ ପଛ ପାଖରୁ ୧୦ବର୍ଷିୟା ନାବାଳିକାର ରକ୍ତ ଜୁଡୁବୁଡୁ ମୃତଦେହ ମିଳିଥିଲା।

Leave A Reply

Your email address will not be published.