ରାଜ୍ୟରେ ହେବ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

newyr25

ଭୁବନେଶ୍ୱର : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ । ପ୍ରଥମ ପର୍ଯ୍ୟାୟରେ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର । ବାଣପୁରର ବିଶେଷ କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବାର ହଜାର କୋଟିର ବ୍ୟୟବରାଦ କରାଯାଇଛି । ଭିତ୍ତିପ୍ରସ୍ତର ସ୍ଥାପିତ ପ୍ରତି ସ୍କୁଲ ପାଇଁ ୫ ରୁ ୭ କୋଟି ବ୍ୟୟ ହେବ । ପଞ୍ଚାୟତ ଅଫିସ ପାଖରେ ୫ ଏକର ଗ୍ରୀନ ଫିଲଡରେ ନିର୍ମାଣ ହେବ ସ୍କୁଲ । ପଞ୍ଚାୟତ ଅଫିସ ପାଖରେ ସ୍ଥାନାଭାବ ଥିଲେ ଜନସଂଖ୍ୟା ବହୁଳ ସ୍ଥାନରେ ହେବ ।

Leave A Reply

Your email address will not be published.