
କଟକ: କଟକରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା । ଖାନନଗର ଅଞ୍ଚଳର ରାସ୍ତା କଡ଼ରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ । ମୃତ ମାଛ ବ୍ୟବସାୟୀ ପୁରୀଘାଟ ଅଞ୍ଚଳର ପପୁ ଦାଶ । ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।
ପୂର୍ବ ଶତ୍ରୁତା ନା ଅନ୍ୟ କୌଣସି କାରଣ ପାଇଁ ଯୁବକଙ୍କୁ ହତ୍ୟା କରାଯାଇଛି । ବାଦାମବାଡି ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।