ଚିକିତ୍ସା ନମିଳିବାରୁ କ୍ୟାପିଟାଲ ହସ୍ପିଟାଲରେ ଡାକ୍ତରଙ୍କୁ ଆକ୍ରମଣ

newyr25

ଭୁବନେଶ୍ବର: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା ।  ଚିକିତ୍ସା ନମିଳିବାରୁ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ ।  କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ଓ ଆଟେଣ୍ଡାଣ୍ଟଙ୍କୁ ରୋଗୀଙ୍କ ଆକ୍ରମଣ ।

ଅର୍ଥୋପେଡ଼ିକ ଡାକ୍ତରଙ୍କୁ ଦେଖାଇବାକୁ ଆସିଥିଲେ ରୋଗୀ ।  ସମୟ ହୋଇଯାଇଥିବାରୁ କାଜୁଆଲିଟି ଯିବାକୁ କହିଥିଲେ । ଚିକିତ୍ସା ନପାଇବାରୁ ଉତ୍ତେଜିତ ହୋଇ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ ।  ରୋଗୀଙ୍କ ଆକ୍ରମଣରେ ଡାକ୍ତରଙ୍କ ହାତ ଭାଙ୍ଗିବା ସହ ଆଟେଣ୍ଡାଣ୍ଟ ଆହତ ।

Leave A Reply

Your email address will not be published.