ଯୁବ ରେଡକ୍ରସ୍ ପକ୍ଷରୁ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ବିସ୍କୁଟ ବଣ୍ଟନ

newyr25

ବାଲିଗୁଡା, ତା ୨୦/୦୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଯୁବ ରେଡକ୍ରସ୍ ପକ୍ଷରୁ ବିଶ୍ୱନାଥ ପଲ୍ଲୀ ଠାରେ ଅବସ୍ଥିତ ରେଡକ୍ରସ୍ ଦୃଷ୍ଟିହୀନ ଊଚ୍ଚ ବିଦ୍ଯାଳୟର ରେ ଅଧ୍ୟୟନରତ ମାନସିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ବିସ୍କୁଟ ବଣ୍ଟନ କରାଯାଇଛି l ଏହି କାର୍ଯ୍ଯକ୍ରମରେ ଜିଲ୍ଲା ସଂଯୋଜକ ଡ. ବିଭୂତି ଭୂଷଣ ଆଚାର୍ଯ୍ଯ, କାଊନସେଲର ମାନସ ରଂଜନ ପ୍ରଧାନଙ୍କ ସମେତ ସମସ୍ତ ସ୍ବେଛାସେବୀ ମାନେ ଅଂଶ ଗ୍ରହଣ କରିଥିଲେ l

Leave A Reply

Your email address will not be published.