ଛଅ ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି

newyr25

ଭୁବନେଶ୍ବର: ଛଅ ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି ଦୌପତି ମୁର୍ମୁ ।  ଆଜି ସକାଳେ ଲୋକ ଭବନରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ଏହାପରେ ଛତିଶଗଡ଼ ଜଗଦଲପୁର ଗସ୍ତ କରିଛନ୍ତି ରାଷ୍ଟ୍ରପତି । ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

ଓଡ଼ିଶା ଗସ୍ତ ସମୟରେ ରାଷ୍ଟ୍ରପତି ଯାଜପୁର, ବାଲେଶ୍ୱର, ପୁରୀ ଓ ମୟୁରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ପୁରୀରେ ମହାପ୍ରଭୁଙ୍କ ଦର୍ଶନ ସହ ପିତୃପୁରୁଷଙ୍କ ପାଇଁ ପିଣ୍ଡଦାନ ମଧ୍ୟ କରିଥିଲେ ରାଷ୍ଟ୍ରପତି ।

Leave A Reply

Your email address will not be published.