ଦୁଇ ବାଇକ୍ ମୁହାଁମୁହିଁ: ୩ ମୃତ , ଜଣେ ଗୁରୁତର

newyr25

ରାୟଗଡା: ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଦୁର୍ଗୀ ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ଢ଼ାବା ନିକଟରେ ୨ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।  ମୃତକମାନେ ହେଲେ ରାମନାଗୁଡା ବ୍ଲକ ଶୁଣ୍ଡିଧାମୁଣି ପଞ୍ଚାୟତର ଆକାଶ ମଣ୍ଡାଙ୍ଗୀ ଓ କୋଲନରା ବ୍ଲକ ବୁରୁଜୁଗୁଡା ଗାଁର ବିରିସିଙ୍ଗ ହିକକା । ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.