ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

add-all

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟର ଯୁବ ରେଡକ୍ରସ, ରେଡ ରିବନ କ୍ଲବ, ଜାତୀୟ ସେବା ଯୋଜନା ଏବଂ ଭାରତୀୟ ସ୍କାଉଟ ଆଣ୍ଡ ଗାଇଡର ମିଳିତ ଆନୁକୁଲ୍ୟରେ ମହାବିଦ୍ୟାଳୟ ପରିସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଛି ।ଓଡ଼ିଆ ପକ୍ଷ ପାଳନ ଅବସରରେ ଆୟୋଜିତ ଏହି ରକ୍ତଦାନ ଶିବିରରେ ୨୬ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜ କିଶୋର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ ଓ କର୍ମଚାରୀ ସହଯୋଗ କରିଥିଲେ।

ad-week
Leave A Reply

Your email address will not be published.