ଓଡିଆ ପକ୍ଷ ଅବସରରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ରକ୍ତଦାନ ଶିବିର

add-all

ବାଲିଗୁଡା, (୦୮/୦୪) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ପ୍ରଚେଷ୍ଟାରେ ଓଡିଆ ପକ୍ଷ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି l ଅଧ୍ଯକ୍ଷ ତଥା ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ.ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ ଆବାହକତ୍ୱରେ କାଉନସେଲର ମାନସ ରଂଜନ ପ୍ରଧାନ, ଜାତୀୟ ସେବା ଯୋଜନା କାର୍ଯ୍ଯକ୍ରମ ଅଧିକାରୀ ହମନ୍ ଦିବାକା, ଶ୍ରୀମତୀ ଅରୁନ୍ଧତୀ ପ୍ରଧାନ, ଡାକ୍ତର ରାମ ପାତ୍ର, ବାଲିଗୁଡା ଉପଖଣ୍ଡ ରକ୍ତ ଭଣ୍ଡାର ର ରକ୍ତ ସଂଗ୍ରହକାରୀ ଦଳ ସହ ମହାବିଦ୍ଯାଳୟର ସମସ୍ତ କର୍ମଚାରୀ ଏବଂ ସ୍ବେଛାସେବୀ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ l

ad-week
Leave A Reply

Your email address will not be published.