ଆଗୁଆ ହେବ ଖରା ଛୁଟି, ଖୁବଶୀଘ୍ର ଚୂଡ଼ାନ୍ତ ନିଷ୍ପତ୍ତି

add-all

ଭୁବନେଶ୍ୱର : ଆଗୁଆ ହେବ ସ୍କୁଲ ଖରା ଛୁଟି ।  ଦିନେ ଦୁଇ ଦିନରେ ଚୂଡ଼ାନ୍ତ ନିଷ୍ପତ୍ତି ।  ରାଜସ୍ବ ବିଭାଗ ଓ ଗଣଶିକ୍ଷା ବିଭାଗ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ । ଗଣଶିକ୍ଷା ବିଭାଗ, ରାଜସ୍ବ ବିଭାଗ ଏବଂ ଏସଆରସିଙ୍କ ମିଳିତ ବୈଠକ ହୋଇଛି ।  ମୁଖ୍ୟମନ୍ତ୍ରୀ ଦିନେ ଦୁଇ ଦିନ ଭିତରେ ନିଷ୍ପତ୍ତି ନେଇପାରନ୍ତି ।  ଅଙ୍ଗନବାଡି ବନ୍ଦ ହେଲେ ପିଲାଙ୍କ ପାଖରେ ଖାଦ୍ୟ ପହଞ୍ଚାଇବାର ବ୍ୟବସ୍ଥା କରିବୁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ।

nis-ad
Leave A Reply

Your email address will not be published.