ହସ୍ପିଟାଲରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

add-all

ଭୁବନେଶ୍ୱର : ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନେକ ନେତା, ମନ୍ତ୍ରୀ ହସ୍ପିଟାଲ ଯାଇ ତାଙ୍କୁ ସାକ୍ଷାତ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ad-week
Leave A Reply

Your email address will not be published.