ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

add-all

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବାର ସମ୍ଭାବନା ରହିଛି। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବା ନେଇ ସୂଚନା ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସନ୍ତା ୧୯ରେ ଆସି ୨୦ରେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପୁରୀ ଗସ୍ତରେ ଆସିବା ନେଇ ସୂଚନା ମିଳିଛି।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇପାରନ୍ତି। ତେବେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ।

ad-week
Leave A Reply

Your email address will not be published.