ଭଗବାନପୁରକୁ ସ୍ଥାନାନ୍ତର ହେବ ଭୁବନେଶ୍ୱର ୟୁନିଟ-୧ ପରିବା ହୋଲସେଲ୍‌ ମାର୍କେଟ

add-all

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୟୁନିଟ-୧ରେ ଥିବା ହୋଲସେଲ ପରିବା ମାର୍କେଟ ସ୍ଥାନାନ୍ତର ହେବ । ଭୁବନେଶ୍ୱର ଉପକଣ୍ଠ ଭଗବାନପୁରକୁ ପରିବା ମାର୍କେଟ ସ୍ଥାନାନ୍ତର କରାଯିବ ବୋଲି ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି । ପରିବା ହୋଲ୍‌ସେଲ୍ ମାର୍କେଟ୍ ପାଇଁ ସେଠାରେ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବାକୁ ସୁବିଧା ଥିବାରୁ ତଥା ସହର ଭିତରୁ ଗହଳି କମାଇ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ବିଏମ୍‌ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ପରିବା ହାଟ ପାଇଁ ଭଗବାନପୁରରେ ୧୦ ଏକର ଜାଗା ଚିହ୍ନଟ କରାଯାଇଛି ।

ad-week
Leave A Reply

Your email address will not be published.