ସମ୍ପୂର୍ଣ୍ଣ ‘ବନ୍ଦେ ମାତରମ୍’ ନ ଗାଇଲେ ଅପରାଧ ହେବ ନାହିଁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ବନ୍ଦେ ମାତରମ୍‌ର ଗୋଟିଏ ବା ସମସ୍ତ ପଦ ଗାଇବାକୁ ମନା କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଅପରାଧିକ ମାମଲା ଚାଲିବା ଉଚିତ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ ମଙ୍ଗଳବାର ଶୁଣାଣି ସମୟରେ ମତ ଦେଇଛନ୍ତି। ତେବେ ଏହା ଏବେ ବିଧିବଦ୍ଧ ରାୟ ନୁହେଁ। ବନ୍ଦେ ମାତରମ୍‌ ଗାଇବାକୁ ବାଧ୍ୟ କରିବା ସମ୍ପର୍କିତ ୨୦୨୬ର ସଂଶୋଧିତ ଆଇନର ସାମ୍ବିଧାନିକ ବୈଧତା ନେଇ ଆଗତ ଆବେଦନ ଉପରେ କେନ୍ଦ୍ର ସରକାରଙ୍କଠାରୁ ଦୁଇ ସପ୍ତାହ ମଧ୍ୟରେ ଜବାବ ମାଗିଛନ୍ତି କୋର୍ଟ।

ad-week
Leave A Reply

Your email address will not be published.