୨ରୁ ୪ ତାରିଖ ଯାଏ ମାଲକାନଗିରିରେ ସ୍କୁଲ, କଲେଜ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ

puja26

ମାଲକାନଗିରି : ଦୁଇ ତାରିଖରୁ ୪ ତାରିଖ ପର୍ଯ୍ୟନ୍ତ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ହେବାର IMD ପୂର୍ବାନୁମାନ କରିଛନ୍ତି ।   ଜିଲ୍ଲାରେ ସମ୍ଭାବ୍ୟ ଘୂର୍ଣ୍ଣିଝଡ଼   ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଏବଂ ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, ସମସ୍ତ  ସ୍କୁଲ , କଲେଜ ଏବଂ ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକ ନଭେମ୍ବର ୨ ରୁ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ପାଇଁ ମାଲକାନଗିରି ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ  ।  ସ୍କୁଲ/କଲେଜର ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ଏବଂ ଅଙ୍ଗନୱାଡି କର୍ମୀମାନେ  ସେମାନଙ୍କର କାର୍ଯ୍ୟରେ ଯୋଗଦେବେ ।

ad-week
Leave A Reply

Your email address will not be published.