ଜିଲ୍ଲା ପରିଷଦ ଆଇନରେ ସଂଶୋଧନ

add-all

ଭୁବନେଶ୍ବର: ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କରାଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷ , ଉପାଧ୍ୟକ୍ଷ ନିର୍ବାଚନ ସମୟରେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ। ନିର୍ବାଚନ ବେଳେ ରାଜନୈତିକ ଦଳ ମାନେ ସେମାନଙ୍କ ପ୍ରାଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତି କରି ସେମାନଙ୍କ ନାମ ରାଜ୍ୟ ନିର୍ବାଚନ କମିଶନଙ୍କୁ ଦେବେ। ଭୋଟିଂ ବେଳେ ବିଭିନ ଦଳର ଜିଲ୍ଲା ପରିଷଦ ସଭ୍ୟମାନେ ନିଜ ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିଙ୍କୁ ଦେଖାଇ ଭୋଟ ଦେବେ।

ad-week
Leave A Reply

Your email address will not be published.