ଓଡ଼ିଶାର ଶ୍ରୁତି ମହାପାତ୍ର ପାଇଲେ ନାରୀ ଶକ୍ତି ପୁରସ୍କାର

add-all

ଭୁବନେଶ୍ବର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ନାରୀ ଶକ୍ତି ପୁରସ୍କାରରେ ସମ୍ମାନିତ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।

୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ଆଜି ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଛି।

ad-week
Leave A Reply

Your email address will not be published.