ମାଲକାନଗିରି : ଜିଲ୍ଲା ପରିଷଦ ଅଧକ୍ଷ ପଦବୀ ହାତଇଲେ ସମାରି ତାଙ୍ଗୁଲ…

add-all

ମାଲକାନଗିରି : ଜିଲା ପରିଷଦ ଅଧକ୍ଷ ଭାବେ ବିଜେଡି ପ୍ରାର୍ଥୀ ସମାରି ତାଙ୍ଗୁଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସମାରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଜୋନ ୨ର ଜିଲା ପରିଷଦ ବିଜେଡି ପ୍ରାର୍ଥୀ ଭାବରେ ବିଜୟ ହୋଇଥିଲେ। ପ୍ରଥମଥର ଜିଲା ପରିଷଦ ଅଧକ୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପ୍ରଥମ ଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳକୁ ନିର୍ବାଚନ ଭେଟି ଦେଇଛନ୍ତି । ମାଲକାନଗିରି ଜିଲା ପରିଷଦ ଅଧକ୍ଷ ନିମନ୍ତେ ପ୍ରାର୍ଥୀ ଦେଇ ମାଲକାନଗିରି ଜିଲା ବିକାଶ ତଥା ମୁଖ୍ୟତଃ ସ୍ବାଭିମାନ ଅଞ୍ଚଳ ବିକାଶର ଆଉ ଏକ ଫର୍ଦ ଯୋଡି ଦେଇଛନ୍ତି । ସେଥିପାଇଁ ଚିତ୍ରକୋଣ୍ଡା ତଥା ସ୍ବାଭିମାନ ଅଞ୍ଚଳବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ରାଜ୍ୟ ସଂଗଠକ ପ୍ରଣବ ପ୍ରକାଶ ଦାସଙ୍କୁ ସମାରି କୃତଜ୍ଞତା ଜଣାଇଛନ୍ତି।

ad-week
Leave A Reply

Your email address will not be published.