ବିଧାନସଭା ଆସିଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଦୀର୍ଘ ଦିନ ବ୍ୟବଧାନରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଆସିଥିବାର ଦେଖିବାକୁ ମିଳିଛି। ଏଣେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସମେତ ଅନ୍ୟ ମନ୍ତ୍ରୀ ଏବଂ ବିଧାୟକମାନେ ଯୋଗ ଦେଇଛନ୍ତି। ବିଧାନସଭାର ବଜେଟ୍ ଅଧିବେଶନ ପୂର୍ବରୁ ଆଜି ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳର ବୈଠକ ହୋଇଛି।

ଏଣେ ବିଧାନସଭା ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗାର୍ଡ ଅଫ୍ ଅନର୍ ଦିଆଯାଇଥିଲା।

ad-week
Leave A Reply

Your email address will not be published.