ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ୮୭ତମ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି।

ଆସନ୍ତୁ ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ।

ad-week
Leave A Reply

Your email address will not be published.