ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ବୀର ବିକ୍ରମ ଯାଦବ

add-all

ପୁରୀ: ବରିଷ୍ଠ ଆଇଏଏସ ଅଧିକାରୀ ବୀର ବିକ୍ରମ ଯାଦବ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ୧୯୯୬ ବ୍ୟାଚ୍‍ ଅଧିକାରୀ ବୀର ବିକ୍ରମ ଯାଦବଙ୍କୁ କିଛି ଦିନ ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା।

ad-week
Leave A Reply

Your email address will not be published.