ଯୋଡ଼ାରେ ୧୪୪ ଧାରା କୋହଳ

add-all

ଯୋଡା: କେନ୍ଦୁଝର ଜିଲା ଯୋଡ଼ା ସହରରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ସହରରେ ଲାଗିଥିବା ୧୪୪ ଧାରା ଶୁକ୍ରବାର କୋହଳ କରାଯାଇଛି। ତେବେ ଅତ୍ୟାବଶ୍ୟୟ ସାମଗ୍ରୀ କିଣାକିଣି ପାଇଁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କୋହଳ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ। ସନ୍ଧ୍ୟା ୫ଟା ପରେ ପୂର୍ବଭଳି କଟକଣା ବଳବତ୍ତର ରହିବ।

ad-week
Leave A Reply

Your email address will not be published.