ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ନେଇ ସ୍ପଷ୍ଟ କଲେ ତାରା ବାହିନୀପତି

add-all

ଭୁବନେଶ୍ବର: କୋରାପୁଟ ଜିଲ୍ଲା ଜୟପୁର ବିଧାୟକ ତାରା ବାହିନୀପତି କଂଗ୍ରେସ ବିଧାୟକ ଦଳ ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଇଛନ୍ତି। ନିଜେ ତାରାବାହିନୀ ପତି ଏହା କହିଛନ୍ତି। ତାରା କହିଛନ୍ତି ଯେ, ବ୍ୟକ୍ତିଗତ କାରଣରୁ ଦଳ ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଇଛି। ପିସିସି ସଭାପତି ପଦ ସମ୍ପର୍କରେ ତାରା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, କାହାକୁ ଖୋସାମଦ କରିନି, କିନ୍ତୁ ପଦ ମିଳିଲେ ଛାଡ଼ିବି ନାହିଁ।

ad-week
Leave A Reply

Your email address will not be published.