ଦେବଗଡ଼ ବିଧାୟକଙ୍କୁ ଗିରଫ ପ୍ରତିବାଦରେ ଶୁକ୍ରବାର ଏସ୍‌ପି ଅଫିସ ଆଗରେ ଧାରଣା ଦେବ ବିଜେପି

add-all

ଭୁବନେଶ୍ୱର: ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଶୁକ୍ରବାର ରାଜ୍ୟର ସମସ୍ତ ଏସ୍‌ପି ଅଫିସ ଆଗରେ ଭାଜପା ଧାରଣା ଦେବ। ଏନେଇ ଭାଜପାର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ଏହାଛଡ଼ା ତିଲେଇବଣି ବିଡିଓଙ୍କୁ ଗିରଫ ଦାବିରେ ଦଳ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବ ବୋଲି ସେ କହିଛନ୍ତି।

ad-week
Leave A Reply

Your email address will not be published.